କରୋନାରେ ପୂର୍ବତନ ପାରା ବ୍ୟାଡ଼ମିଣ୍ଟନ ଖେଳାଳି ରମେଶ ଟୀକାରାମ

ବେଙ୍ଗାଲୁରୁ : ଜୁଲାଇ ୧୭:କରୋନାରେ ପୂର୍ବତନ ପାରା ବ୍ୟାଡମିଣ୍ଟନ ଖେଳାଳି ତଥା ଅର୍ଜୁନ ପୁରସ୍କାର ବିଜେତା ରମେଶ ଟୀକାରମଙ୍କର ମୃତୁ୍ୟ ଘଟିଛି । ସେ ବେଙ୍ଗାଲୁରୁର ଏକ ହସ୍ପିଟାଲରେ ମୃତ୍ୟୁ ବରଣ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୫୧ ବର୍ଷ ବୟସ ହୋଇଥିଲା । ଭାରତର ପ୍ରଥମ ପାରା ବ୍ୟାଡ଼ମିଣ୍ଟନ ଖେଳାଳି ଟୀକାରମ ଜୁନ ୨୯ ତାରିଖରେ ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ଏକ ହସ୍ପିଟାଲକୁ ନିଆଯାଇଥିଲା ପରେ ତାଙ୍କର କରୋନା ପଜିଟିଭ ବାହାରିଥିଲା ।

Comments are closed.