ଭୁବନେଶ୍ୱର: ଅକ୍ଟୋବର ୦୮ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬, ୭୨୪ ସ୍ୱାବ ଟେଷ୍ଟ ମଧ୍ୟରୁ ୫୨୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୭୫ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୩୦୬ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୧୮ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୩୦ ହଜାର ୫୧୮ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୫୨୨ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୧୭ ହଜାର ୧୧୬ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ୪ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮,୨୩୮ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫, ୧୧୧ ରହିଛି ।
Covid-19 Report For 7th October
New Positive Cases: 524
Of which 0-18 years: 75
In quarantine: 306
Local contacts: 218(Details of local contacts will be shared by concerned Dist Administration)
District Wise Cases:
1. Angul: 6
2. Balasore: 20
3. Bhadrak: 3
4. Balangir: 1— I & PR Department, Odisha (@IPR_Odisha) October 8, 2021
https://twitter.com/IPR_Odisha/status/1446323961671782402
Comments are closed.