ରାଜ୍ୟରେ ଲାଗୁହେବ ନୂଆ ଅବକାରୀ ନୀତି – ମନ୍ତ୍ରୀ

0

ଭୁବନେଶ୍ୱର : ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁହେବ ୩ ବର୍ଷିଆ ଅବକାରୀ ନୀତି। ରାଜ୍ୟରେ ନୂଆ ଅବକାରୀ ନୀତି ଲାଗୁହେବା ନେଇ ସୂଚନା ଦେଇଛନ୍ତି ଅବକାରୀ ତଥା ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଜୁନ୍‌ ୧୫ରୁ ୨୬ ଭିତରେ ଏହି ନୂଆ ଆଇନ ଆସିବ। ବରିଷ୍ଠ ଅଧିକାରୀ ଏ ନେଇ ସମୀକ୍ଷା କରୁଥିବା କହିଲେ ମନ୍ତ୍ରୀ । ୪ଟି କମିଟି ଆନ୍ଧ୍ର ପ୍ରଦେଶ ସମେତ ବିଭିନ୍ନ ରାଜ୍ୟକୁ ଯାଇ ଅନୁଧ୍ୟାନ କରୁଛନ୍ତି ।

Leave A Reply

Your email address will not be published.