ବଦଳିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ : ବଦଳିଲେ ଶ୍ରୀ ଜଗନ୍ନାଥ ମନ୍ଦିରର ମୁଖ୍ୟ ପ୍ରଶାସକ I ଆଇଏଏସ୍ ଅଫିସର ବୀର ବିକ୍ରମ ଯାଦବ ହେଲେ ନୂଆ ଶ୍ରୀମନ୍ଦିର ନୂଆ ମୁଖ୍ୟ ପ୍ରଶାସକ । ରାଜ୍ୟ ସରକାରଙ୍କ ପକ୍ଷରୁ ଏନେଇ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୯୬ ବ୍ୟାଚର ଆଇଏଏସ୍ ଅଫିସର ହେଉଛନ୍ତି ବୀର ବିକ୍ରମ ଯାଦବ। ପୂର୍ବରୁ ମଧ୍ୟ ସେ ଶ୍ରୀମନ୍ଦିର ପ୍ରଶାସନର ଦାୟିତ୍ୱରେ ରହିସାରିଛନ୍ତି । ଆଉ ଏବେ ତାଙ୍କୁ ପୁଣିଥରେ ସେହି ସମାନ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର ।

Har Ghar Tiranga