ସାର୍ବଜନୀନ ହେବନାହିଁ ରତ୍ନଭଣ୍ଡାର ଚାବି ହଜିବା ତଦନ୍ତ ରିପୋର୍ଟ

0

ଭୁବନେଶ୍ୱର : ହାଇକୋର୍ଟରେ ରତ୍ନଭଣ୍ଡାର ଚାବି ହଜିବା ଘଟଣା । ସତ୍ୟପାଠ ଦାଖଲ କଲେ ରାଜ୍ୟ ସରକାର । ସତ୍ୟପାଠରେ ରତ୍ନଭଣ୍ଡାର ଚାବି ହଜିବା ରିପୋର୍ଟ ସାର୍ବଜନୀନ ହେବନି ବୋଲି ଉଲ୍ଲେଖ ରହିଛି । ଚାବି ହଜିବା ଘଟଣାର ତଦନ୍ତ କରୁଥିଲେ ଜଷ୍ଟିସ ରଘୁବିର ଦାସ କମିଶନ । ତଦନ୍ତ ଶେଷ ପରେ ରାଜ୍ୟ ସରକାରଙ୍କୁ ରିପୋର୍ଟ ଦେଇ ସାରିଛନ୍ତି କମିଶନ । ଚାବି କାହିଁକି ହଜିଲା ଓ କେମିତି ହଜିଥିଲା ଏନେଇ ରାଜ୍ୟବାସୀ ଜାଣିବା ଦରକାର ବୋଲି ଆବେଦନରେ ଦର୍ଶାଇଥିଲେ ଆବେଦନକାରୀ । ଆସନ୍ତା ମାର୍ଚ୍ଚ ୧୨ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣୀ କରାଯିବ ।

 

Leave A Reply

Your email address will not be published.