ଭୁବନେଶ୍ୱର: ଅକ୍ଟୋବର ୦୮ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୨୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୬୮ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୩୦୩ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୨୩ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୩୧ ହଜାର ୪୪ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୫୯୮ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୧୭ ହଜାର ୭୧୪ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ୪ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮,୧୪୨ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫, ୦୩୫ ରହିଛି ।
Covid-19 Report For 8th October
New Positive Cases: 526
Of which 0-18 years: 68
In quarantine: 303
Local contacts: 223(Details of local contacts will be shared by concerned Dist Administration)
District Wise Cases:
1. Angul: 3
2. Balasore: 33
3. Bargarh: 2
4. Bhadrak: 3— I & PR Department, Odisha (@IPR_Odisha) October 9, 2021
22. Rayagada: 2
23. Sambalpur: 7
24. Sonepur: 1
25. Sundargarh: 19
26. State Pool: 55New recoveries: 598
Cumulative tested: 20578622
Positive: 1031044
Recovered: 1017714
Active cases: 5035— I & PR Department, Odisha (@IPR_Odisha) October 9, 2021
Comments are closed.