ଡିସେମ୍ବର ୧୫ ରେ ଓଏଏସ ପ୍ରିଲିମ

ଭୁବନେଶ୍ୱର : ୨୦୨୩ ଓଏଏସ୍‌ ପ୍ରିଲିମ୍‌ ପରୀକ୍ଷା ପାଇଁ ତାରିଖ ଘୋଷଣା । ଡିସେମ୍ବର ୧୫ ରେ ଓଏଏସ ପ୍ରିଲିମ୍‌ ପରୀକ୍ଷା ଅନୁଷ୍ଠିତ ହେବ। ଓଡ଼ିଶା ସିଭିଲ୍ ସର୍ଭିସ ପ୍ରିଲିମିନାରୀ ପରୀକ୍ଷା ନେଇ ଓପିଏସସିରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଓଡିଶା ଲୋକସେବା ଆୟୋଗ କରୁଛି ଏହି ପରୀକ୍ଷା। ପରୀକ୍ଷା ସମ୍ପର୍କରେ ସବିଶେଷ ତଥ୍ୟ ପାଇଁ ପରୀକ୍ଷାର୍ଥୀ http://opsc.gov.in ରେ ଲଗ ଅନ କରିବାକୁ ଓଡିଶା ଲୋକସେବା ଆୟୋଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

Har Ghar Tiranga