ଶ୍ରୀମନ୍ଦିରରେ ପଡିଲା ରକ୍ତ ଛିଟା ଓଡ଼ିଶା By Samaya Live On Mar 7, 2022 Share ପୁରୀ: ମାର୍ଚ୍ଚ୦୭: ଶ୍ରୀମନ୍ଦିରରେ ପଡିଲା ରକ୍ତ ଛିଟା । ରକ୍ତ ପାଇଁ ମହାପ୍ରଭୁଙ୍କ ହେଲା ମହାସ୍ନାନ ନୀତି । ଶ୍ରୀମନ୍ଦିରର ଭିତରକାଠ ନିକଟରେ ରକ୍ତଛିଟା ପଡିବାରୁ ମହାପ୍ରଭୁଙ୍କର ମହାସ୍ନାନ କରାଯାଇଛି । ମହାସ୍ନାନ ପାଇଁ ପ୍ରାୟ ୧ ଘଣ୍ଟାରୁ ଅଧିକ ସମୟ ଧରି ଦର୍ଶନ ବନ୍ଦ କରାଯାଇଛି। blood on jaganath temple Share
Comments are closed.