ଦେଶରେ କମୁଛି କରୋନା ସଂକ୍ରମଣ: ୨୪ ଘଣ୍ଟାରେ ୬୭, ୦୮୪ ସଂକ୍ରମିତ ଚିହ୍ନଟ
ଦିଲ୍ଲୀ: ଫେବୃଆରୀ ୧୦ : କିଛି ଦିନ ହେବ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲଗୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୭ ହଜାର ୦୮୪ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧ ଲକ୍ଷ ୬୭…