ଦେଶରେ କମୁଛି କରୋନା ସଂକ୍ରମଣ: ୨୪ ଘଣ୍ଟାରେ ୧୩ ହଜାର ୧୬୬ ଜଣ ସଂକ୍ରମିତ ଏବଂ ୨୬ ହଜାରରୁ ଅଧିକ ସୁସ୍ଥ
ଦିଲ୍ଲୀ: ଫେବୃଆରୀ ୨୫ :ଦେଶରେ କରୋନା ସଂକ୍ରମଣ କମିବାରେ ଲାଗୁଛି । ଯାହା ଏକ ଆଶ୍ୱସ୍ତିକର କଥା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩ ହଜାର ୧୬୬ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୨୬ ହଜାର…