ମନୋରଞ୍ଜନ ଆଉ ନାହାନ୍ତି ଅଭିନେତା ଶିବ କୁମାର Apr 11, 2022 ଦିଲ୍ଲୀ: ଏପ୍ରିଲ ୧୧: ପରଲୋକରେ ସିନେ ଦୁନିଆର ପ୍ରସିଦ୍ଧ ଅଭିନେତା ତଥା ସ୍କ୍ରିନ୍ ରାଇଟର ଶିବା କୁମାର ସୁବ୍ରମଣ୍ୟମ । ରବିବାର ବିଳମ୍ବିତ ରାତିରେ ତାଙ୍କର ମୃତୁ୍ୟ ହୋଇଛି । ମୃତୁ୍ୟର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ…