ବିଶ୍ବ ଡୋମିନିକାନ୍ ରିପବ୍ଲିକର ପରିବେଶ ମନ୍ତ୍ରୀଙ୍କୁ ହତ୍ୟା Jun 7, 2022 ନୂଆଦିଲ୍ଲୀ: ଜୁନ ୭: ଡୋମିନିକାନ୍ ରିପବ୍ଲିକର ପରିବେଶ ମନ୍ତ୍ରୀଙ୍କୁ ହତ୍ୟା । ଗତକାଲି ତାଙ୍କ କାର୍ଯ୍ୟାଳୟରେ ତାଙ୍କୁ ଗୁଳି କରି ହତ୍ୟା କରାଯାଇଛି । ସେ ଜଣେ କ୍ୟାବିନେଟ ମନ୍ତ୍ରୀ ଥିଲେ । ତେବେ ଏପରି ଘଟଣାରେ…