ପାଣିପାଗ ଅବପାତ ଦୁର୍ବଳ, ଆସନ୍ତା ୧୮ ରୁ ପୁଣି ଏକ ଲଘୁଚାପ Sep 13, 2022 ଭୁବନେଶ୍ୱର : ଆସନ୍ତା ୧୮ ତାରିଖରେ ଉତ୍ତର ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିବଳୟ ହେବ । ଏହାର ପ୍ରଭାବରେ ରାଜ୍ୟର ବିସ୍ତୃତ ଅଞ୍ଚଳରେ ପ୍ରବଳ ବର୍ଷା ହେବ । ଦକ୍ଷିଣ ଛତିଶଗଡ ଉପରେ କେନ୍ଦ୍ରୀଭୂତ ଅବପାତ ପଶ୍ଚିମ ଉତ୍ତର ମୁହାଁ…