ଅପରାଧ ଧରା ପଡିଲେ କୋଟିପତି ପ୍ରାଣୀଧନ ନିରୀକ୍ଷକ May 5, 2022 କଟକ: ମଇ ୦୫: ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱରର ରଘୁନାଥପୁରର ପ୍ରାଣୀଧନ ନିରୀକ୍ଷକ ଜଗନ୍ନାଥ ରାଉତଙ୍କ ବାସଭବନ ସମେତ ୯ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି। ଆଜି ଖୋର୍ଦ୍ଧା ଏବଂ କଟକ ଜିଲ୍ଲାର ୯ଟି…