ଖେଳ ଆଇସିସି କ୍ରିକେଟ କମିଟିର ଅଧ୍ୟକ୍ଷ ହେଲେ ସୌରଭ ଗାଙ୍ଗୁଲି Nov 17, 2021 ଦିଲ୍ଲୀ: ନଭେମ୍ବର ୧୭: ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲିଙ୍କୁ ଏକ ବଡ଼ ଦାୟିତ୍ୱ ମିଳିଛି । ତାଙ୍କୁ ଆଇସିସି କ୍ରିକେଟ୍ କମିଟିର ଅଧ୍ୟକ୍ଷ ଦାୟିତ୍ୱ ମିଳିଛି । ଅନିଲ କୁମ୍ବଲେଙ୍କ ସ୍ଥାନରେ ଗାଙ୍ଗୁଲିଙ୍କୁ ରଖାଯାଇଥିବା ଖବର…