ଦୁଇଦିନ ମଧ୍ୟରେ ରାଜ୍ୟରେ ରାତ୍ରିକାଳୀନ ଶୀତ ବଢ଼ିବ: ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର: ଜାନୁଆରୀ ୨୮: ଆଗାମୀ ଦୁଇଦିନ ମଧ୍ୟରେ ରାତିର ତାପମାତ୍ରା ୩ରୁ ୪ ଡିଗ୍ରି ସେଲସିୟସ୍ ହ ୍ରାସ ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ଏଚ୍ ଆର୍ ବିଶ୍ୱାସ ସୂଚନା ଦେଇଛନ୍ତି । ଶୀତ ଲହରର…