୨୪ ଘଣ୍ଟାରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫, ୯୨୧ ଏବଂ ୧୧ ହଜାରରୁ ଅଧିକ ସୁସ୍ଥ
ଦିଲ୍ଲୀ: ମାର୍ଚ୍ଚ ୦୫ :ଦେଶରେ କରୋନା ସଂକ୍ରମଣ କମିବାରେ ଲାଗୁଛି । ଯାହା ଏକ ଆଶ୍ୱସ୍ତିକର କଥା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫ ହଜାର ୯୨୧ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୧ ହଜାର…