ସମସ୍ତ ଜିଲ୍ଲାରେ କୋଭିଡ ଟେଷ୍ଟିଂ ବୃଦ୍ଧି କରାଯିବ : ସ୍ୱାସ୍ଥ୍ୟ ବିଭାଗ
ଭୁବନେଶ୍ୱର : ରାଜ୍ୟରେ କୋଭିଡ ସଂକ୍ରମଣ ରୋକିବାକୁ ସ୍ୱାସ୍ଥ୍ୟ ବିଭାଗ ତତ୍ପର I କୋଭିଡ କୁ ନେଇ ଆତଙ୍କିତ ନ ହୋଇ ସଚେତନ ରହିବାକୁ ସ୍ୱାସ୍ଥ୍ୟ ନିର୍ଦେଶ ବିଜୟ ମହାପାତ୍ର ଜନସାଧାରଣଙ୍କୁ ଅପିଲ କରିଛନ୍ତି I ରାଜ୍ୟରେ ଗତ ୩ ମାସ…