ବରଗଡ଼ ପୁରୁଣା ହସ୍ପିଟାଲର ୩୩/୦.୪ କେଭି ଗ୍ରୀଡ଼ ସବ୍ ଷ୍ଟେସନ କାର୍ଯ୍ୟକ୍ଷମ ଦାବି
ବରଗଡ଼: ଅକ୍ଟୋବର ୩୦ : ପୁରୁଣା ମୁଖ୍ୟ ଚିକିତ୍ସାଳୟରେ ୨୪ ଘଣ୍ଟା ବିଦ୍ୟୁତ ସେବା ଯୋଗେଇ ଦେବା ପାଇଁ ସରକାର ୩୩/୦.୪ କେଭି ଗ୍ରୀଡ଼ ସବ୍ ଷ୍ଟେସନ ସ୍ଥାପନ କରିଥିଲେ । କି;ୁ ତାହା କାର୍ଯ୍ୟକ୍ଷମ ନହୋଇ ଅଚଳ ହୋଇ ପଡିରହିଛି ।…