ବିଶ୍ବ ଗୋଟବାୟାଙ୍କ ଆଉ ଦୁଇ ଭାଇଙ୍କ ଆତ୍ମଗୋପନ Jul 15, 2022 କଲମ୍ବୋ: ଦେଶ ଛାଡି ରାଷ୍ଟ୍ରପତି ଗୋଟବାୟା ରାଜପାକ୍ଷେ ଯିବା ପରେ ଶ୍ରୀଲଙ୍କାର ସ୍ଥିତି ଆହୁରି ସଙ୍ଗୀନ ହେବାରେ ଲାଗିଛି । ରାଜଧାନୀ କଲମ୍ବୋଠୁ ଆରମ୍ଭ କରି ବିଭିନ୍ନ ପ୍ରାନ୍ତରେ କେବଳ ଆଉ କେବଳ ହିଂସା, ପ୍ରତିବାଦ, ବିକ୍ଷୋଭ…