ମହିଳା ଶ୍ରମଜୀବୀ ମଞ୍ଚ ପକ୍ଷରୁ ରାଜ୍ୟବ୍ୟାପୀ ୨୫ ଦିନିଆ ଶିକ୍ଷା ଅଭିଯାନ ଯାତ୍ରାର ଶୁଭାରମ୍ଭ
ଜମନକିରା : ସମ୍ବଲପୁର ଜିଲ୍ଲା ଜମନକିରା ବ୍ଲକ କୁରେଇବାହଲ୍ ଗ୍ରାମରେ ରାଜ୍ୟ ସ୍ତରୀୟ ଲୋକ ସଂଗଠନ ଓଡିଶା ଶ୍ରମଜୀବୀ ମଞ୍ଚ ଏବଂ ମହିଳା ଶ୍ରମଜୀବୀ ମଞ୍ଚ ପକ୍ଷରୁ ରାଜ୍ୟବ୍ୟାପୀ ୨୫ ଦିନିଆ ଶିକ୍ଷା ଅଭିଯାନ ଯାତ୍ରାର ଶୁଭାରମ୍ଭ…