ଓଡ଼ିଶା ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷିବ Aug 27, 2021 ଭୁବନେଶ୍ୱର: ଅଗଷ୍ଟ ୨୭: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣି ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇ ଆଗାମୀ ଦୁଇ ଦିନ ରାଜ୍ୟରେ…