କୃଷି ଗୋଟିଏ ରାଷ୍ଟ୍ର, ଗୋଟିଏ ସାର ସ୍କିମର ଶୁଭାରମ୍ଭ Oct 18, 2022 ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଏକ ନୂଆ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଯୋଜନାର ନାଁ ରହିଛି ‘ପ୍ରଧାନମନ୍ତ୍ରୀ ଭାରତୀୟ ଜନ ଉର୍ବରକ ପରିୟୋଜନ’ । ଗୋଟିଏ ରାଷ୍ଟ୍ର, ଗୋଟିଏ ସାର ନୀତିରେ ବଜାରରେ…