Browsing Tag

jaganath mandira

ଶ୍ରୀଜିଉଙ୍କର ହେବ ବନକଲାଗି ନୀତି

ପୁରୀ: ମାର୍ଚ୍ଚ ୨୩: ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କର ବନକଲାଗି ନୀତି। ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ। ହିଙ୍ଗୁଳ, ହରିତାଳ, ଶଙ୍ଖ,…