ବଞ୍ଚିଛନ୍ତି ଶୀନା ବୋରା: ଅଭିଯୁକ୍ତା ଇନ୍ଦ୍ରାଣୀ ମୁଖାର୍ଜୀ ସିବିଆଇ ନିର୍ଦ୍ଦେଶକଙ୍କୁ ଲେଖିଲେ ଚିଠି
ମୁମ୍ବାଇ: ଡିସେମ୍ବର ୧୬: ୨୦୧୨ରେ ଝିଅ ଶୀନା ବୋରାଙ୍କୁ ହତ୍ୟା କରିଥିବା ଅଭିଯୋଗରେ ଅଭିଯୁକ୍ତା ପୂର୍ବତନ ଏକ ମିଡିଆର ମୁଖ୍ୟ ଇନ୍ଦ୍ରାଣୀ ମୁଖାର୍ଜୀ ସିବିଆଇ ନିର୍ଦ୍ଦେଶକଙ୍କୁ ଏକ ଚିଠି ଲେଖିଛନ୍ତି । ସେଥିରେ ସେ ଝିଅ ଶୀନା…