ଜିଲ୍ଲା ୧୩୩ ଗାଁ କୁ ବାଲ୍ୟବିବାହ ମୁକ୍ତ ଗ୍ରାମ ଘୋଷଣା Sep 3, 2021 ନବରଙ୍ଗପୁର : ସେପ୍ଟେମ୍ବର ୩: : ଆଦିବାସୀ ଅଧ୍ୟୁଷିତ ନବରଙ୍ଗପୁର ଜିଲ୍ଲାରେ ସାକ୍ଷରତା ଓ ସଚେତନତା ଅଭାବରୁ ବାଲ୍ୟ ବିବାହ ଭଳି କଳଙ୍କିତ ପ୍ରଥା ଆଜି ମଧ୍ୟ ବଳବତ୍ତର ରହିଛି । ପରମ୍ପରା ନାମରେ କିଶୋରୀ ବାଳିକା ମାନଙ୍କୁ…