Browsing Tag

Naveen Patnaik

ଘୁଞ୍ଚିଲ।ନି ଓପିଏସସି ପରୀକ୍ଷ।

ଭୁବନେଶ୍ୱର: ଜାନୁଆରୀ ୨୦: ନିର।ଶ ଆଶ।ୟୀ ପରୀକ୍ଷ।ର୍ଥୀ । ଘୁଞ୍ଚିଲ।ନି ଓପିଏସ୍ସି ପରୀକ୍ଷ। । ଆଜିଠୁ ଆରମ୍ଭ ହେବ ସିଭିଲ୍ ସର୍ଭିସ ଓ ଜ।ନୁଆରୀ ୨୩ରେ ହେବ ଆସିଷ୍ଟ।ଣ୍ଟ ସର୍ଜନ ପରୀକ୍ଷ। । ପ୍ରେସ୍ ରିଲିଜ ଜରିଆରେ ସ୍ପଷ୍ଟ କଲେ…

ନିୟମ ପାଳନରେ ହେଳା କଲେ ପୁଣି ଥରେ ଲକ୍କଡାଉନ ଲାଗୁ ହେବ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଅଗଷ୍ଟ ୪: ତୃତୀୟ ଲହର ସଂପର୍କରେ ବୈଜ୍ଞାନିକ ଓ ବିଶେଷଜ୍ଞମାନେ ସତର୍କ କରିସାରିଲେଣି । ବିଶ୍ବର ବିଭିନ୍ନ ସ୍ଥାନରେ ତୃତୀୟ ଲହର ଭୟଙ୍କର ହେବାରେ ଲାଗିଛି। ତେଣୁ ଏପରି ପରିସ୍ଥିତିରେ କୋଭିଡ ନିୟମ ପାଳନରେ କୌଣସି…

ଦେଶର ପ୍ରଥମ ସହର ଭାବେ ପୁରୀ ରେ ‘ ଡ୍ରିଙ୍କ ଫ୍ରମ ଟ୍ୟାପ’

ପୁରୀ:(ସବ୍ୟୁ): ଜୁଲାଇ ୨୭: ପାଇପ୍ ଯୋଗେ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀସହରବାସୀଙ୍କ ନିମନ୍ତେ ଉତ୍ସର୍ଗ କରିଛନ୍ତି । ଭିଡ଼ିଓ କନ୍‌ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଆଜି…

ଭଲରେ ଭଲରେ ସରିଲା ମହାପ୍ରଭୁଙ୍କ ନବଦିନ ଯାତ୍ରା; ସମସ୍ତଙ୍କୁ ଧନ୍ୟବାଦ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଜୁଲାଇ ୨୦: କୋ‍ଭିଡ କଟକଣା ମଧ୍ୟରେ ସମସ୍ତଙ୍କ ସହଯୋଗରେ ମହାପ୍ରଭୁଙ୍କ ନବଦିନ ଯାତ୍ରା ସୁରୁଖୁରୁରେ ଶେଷ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆନନ୍ଦ ପ୍ରକାଶ କରିଛନ୍ତି। ଏହି କଠିନ ପରିସ୍ଥିତିରେ…

ପୂଜା ଛୁଟି ଯାଏ ସ୍କୁଲ,କଲେଜ ବନ୍ଦ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଅଗଷ୍ଟ ୨୭: ବର୍ତ୍ତମାନର ପରିସ୍ଥିତିରେ ଛାତ୍ରଛାତ୍ରୀ ଓ ଅଭିଭାବକମାନଙ୍କ ଉଦ୍‌ବେଗକୁ ଦୃଷ୍ଟିରେ ରଖି ସ୍କୁଲ କଲେଜ ପୂଜା ଛୁଟି ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।…

ନିଟ୍‌ ଓ ଜେଇଇ ପରୀକ୍ଷା ଘୁଞ୍ଚାଇବାକୁ କେନ୍ଦ୍ରକୁ ଚିଠିଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଅଗଷ୍ଟ ୨୫: ନିଟ୍‌ ଏବଂ ଜେଇଇ ପରୀକ୍ଷା ଘୁଞ୍ଚାଇ ଦେବା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରୀୱାଲଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସାଂପ୍ରତିକ କରୋନା ପରିସ୍ଥିତିରେ ଏହି…

ମାଇକ୍ରୋସଫ୍ଟ ଟ୍ରାନ୍ସଲେଟର ରେ ଉପଲବ୍ଧ ହେଲା ଓଡ଼ିଆ ଭାଷା

ଭୁବନେଶ୍ୱର : ଅଗଷ୍ଟ ୧୭: ମାଇକ୍ରୋସଫ୍ଟ ଟ୍ରାନ୍ସଲେଟର ରେ ଏବେ ଓଡ଼ିଆ ଭାଷା ଉପଲବ୍ଧ ହେବ । ମାଇକ୍ରୋସଫ୍ଟ ପକ୍ଷରୁ କରାଯାଇଥିବା ଘୋଷଣା ଅନୁସାରେ ମାଇକ୍ରୋସଫ୍ଟ ଟ୍ରାନ୍ସଲେଟର ଆପ୍‌ ଟ୍ରାନ୍ସଲେଟର ଫର୍‌ ବିଙ୍ଗ ଓ ମାଇକ୍ରୋସଫ୍ଟ…

୭୪ ତମ ସ୍ୱାଧୀନତା ଦିବସ ପାଳନ ଅବସର ରେ ରାଜ୍ୟବାସୀ ଙ୍କୁ ଉଦବୋଧନ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଅଗଷ୍ଟ ୧୫: ଭୁବନେଶ୍ୱର ର ପ୍ରଦର୍ଶନୀ ପଡିଆ ରେ ପାଳିତ ହେଲା ରାଜ୍ୟ ସ୍ଥରୀୟ ସ୍ୱାଧୀନତା ଦିବସ I ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅବସରରେ ଜାତୀୟ ପତାକା ଉତ୍ତୋଳନ କରି ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଉଦବୋଧନ…

କୋଭିଡ୍‌ ଯୋଦ୍ଧାଙ୍କ ପାଇଁ ୨ ମିନିଟ୍‌ ନିରବ ପ୍ରାର୍ଥନା: ରାଜ୍ୟବାସୀଙ୍କୁ ଶପଥ ପାଠ କରାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଅଗଷ୍ଟ ୫:କୋଭିଡ ଯୋଦ୍ଧାଙ୍କ ପାଇଁ ଦୁଇ ମିନିଟ ନିରବ ପ୍ରାର୍ଥନା କରିଛନ୍ତି ଓଡ଼ିଶାବାସୀ । ମାନବ ଜାତି ପ୍ରତି ସେମାନଙ୍କ ତ୍ୟାଗକୁ ସମ୍ମାନ ଜଣାଇ ରାଜ୍ୟବାସୀଙ୍କୁ ୮ ସୂତ୍ରୀ ଶପଥ ପାଠ କରାଇଛନ୍ତି ମୁଖ୍ୟମନ୍ତ୍ରୀ…

ସେରମ ଇନଷ୍ଟିଚ୍ୟୁଟ ସିଇଓଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଜୁଲାଇ ୨୨: କରୋନା ଟୀକ ପ୍ରସ୍ତୁତିର ଅଗ୍ରଗତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ସେରମ ଇନଷ୍ଟିଚ୍ୟୁଟର ସିଇଓ ଅଦାର ପୁନାୱାଲାଙ୍କ ସହ ଭିଡିଓ କଲରେ କଥା ହୋଇଛନ୍ତି । ଅକ୍ସଫୋର୍ଡ ବିଶ୍ୱବିଶ୍ୱାଳୟର ସହ…