୧୭ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ମଞ୍ଜୁରୀ, ବିବିଧ କୃଷି ଯୋଜନା ପାଇଁ ସ୍ୱତନ୍ତ୍ର ପାଣ୍ଠିକୁ ଅନୁମୋଦନ
ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟରେ ୧୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଏନେଇ ଆଜି ରାଜ୍ୟ ସରକାରଙ୍କ କ୍ୟାବିନେଟର ଏକ ଗରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ସେହି ୧୭ଟି ପ୍ରସ୍ତାବରେ ବିବିଧ…