ଏଫ୍ଆଇଏଚ୍ର ବିର୍ସା ମୁଣ୍ଡା ହକି ଷ୍ଟାଡିୟମ୍ ପରିଦର୍ଶନ: ହକି ଅଭ୍ୟାସ ସେଣ୍ଟର ଉଦ୍ଘାଟିତ
ଭୁବନେଶ୍ୱର : ୨୦୨୩ ପୁରୁଷ ହକି ବିଶ୍ୱକପ୍ ଓଡ଼ିଶାରେ ଆୟୋଜନ ହେବ । କ୍ରୀଡା କ୍ୟାପିଟାଲ ଭାବେ ପରିଚିତ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ୍ ଏବଂ ରାଉରକେଲାର ନବନିର୍ମିତ ବିର୍ସା ମୁଣ୍ଡା ହକି ଷ୍ଟାଡିୟମ୍ରେ ହକି ବିଶ୍ୱକପ…