ଓଡ଼ିଶା ରାଜ୍ୟରେ ବଢ଼ିପାରେ ଶୀତ, ୫ ଦିନ ପର୍ଯ୍ୟନ୍ତ ଶୀତ ଲହରୀ Nov 28, 2022 ଭୁବନେଶ୍ୱର : ରାଜ୍ୟରେ ଧୀରେ ଧୀରେ ଶୀତ ବଢ଼ିବାରେ ଲାଗିଛି । ଆଗାମୀ ୫ ଦିନ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ହୋଇପାରେ । ଅନେକ ସ୍ଥାନର ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ସ୍ୱାଭାବିକଠାରୁ କମ୍ ରହିବ ବୋଲି…
ଓଡ଼ିଶା ଚଳିତ ମାସ ଶେଷ ଯାଏଁ ରାଜ୍ୟର ପାଗ ଶୁଖିଲା, କିଛି ସ୍ଥାନରେ କୁହୁଡ଼ି ଦୃଶ୍ୟମାନ Oct 28, 2022 ଭୁବନେଶ୍ୱର : ଚଳିତ ମାସ ଶେଷ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ । ତେବେ ଆସନ୍ତା ୩୧ ତାରିଖ ଆଡ଼କୁ ବଙ୍ଗୋପସାଗର ଅଞ୍ଚଳରୁ ବାୟୁ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ…
ଓଡ଼ିଶା ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ଆସନ୍ତା ୨୦ରେ ଲଘୁଚାପ Oct 17, 2022 ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । କ୍ରମେ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ପାଣିପାଗ କେନ୍ଦ୍ର ସୂଚାନ ଦେଇଛି । ତେବେ ୪୮ ଘଣ୍ଟା ମଧ୍ୟରେ…
ଓଡ଼ିଶା ଆସନ୍ତା ୨୦ରେ ଲଘୁଚାପ, ବଜ୍ରପାତ ସହିତ ପ୍ରବଳ ବର୍ଷା Oct 15, 2022 ଭୁବନେଶ୍ୱର: ଚଳିତ ମାସ ୧୮ରେ ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମ, ଉତ୍ତର-ପଶ୍ଚିମ ଏବଂ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଆଡକୁ ଗତି କରିବ ।…
ଓଡ଼ିଶା ୫ରେ ପ୍ରବଳ ବର୍ଷା, ୧୩ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ Aug 3, 2022 ଭୁବନେଶ୍ୱର: ଆସନ୍ତା ୫ରେ ରାଜ୍ୟର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ତେବେ ପ୍ରବଳ ବର୍ଷା ଓ ଘଡ଼ଘଡ଼ି ନେଇ ୧୩ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ…
ପାଣିପାଗ ରାଜ୍ୟରେ ଆହୁରି ୪ ଦିନ ଯାଏ ଲାଗି ରହିବ ବର୍ଷା Jul 14, 2022 ଭୁବନେଶ୍ୱର: ଜୁଲାଇ ୧୪: ଦକ୍ଷିଣ ଉପକୂଳ ଓ ଏହାର ଆଖପାଖରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ସ୍ଥିତ…
ପାଣିପାଗ ଓଡଶାରେ ଲଘୁଚାପ କ୍ଷେତ୍ର ସୃଷ୍ଟି Jul 4, 2022 ଭୁବନେଶ୍ୱର: ଜଲାଇ ୦୪: ଦକ୍ଷିଣ ଝାଡ଼ଖଣ୍ଡ ଏବଂ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆଜି ଉତ୍ତର ଓଡିଶା ପାଶ୍ୱର୍ବର୍ତ୍ତୀ ଦକ୍ଷିଣ ଝାଡ଼ଖଣ୍ଡ ଏବଂ ଗଙ୍ଗୀୟ ପଶ୍ଚିମବଙ୍ଗ…
ଓଡ଼ିଶା ଆଜିଠୁ ୧୦ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା Jul 1, 2022 ଭୁବନେଶ୍ୱର: ଜୁଲାଇ ୦୧: ଆଜି ଭଳି ପବିତ୍ର ଦିନ ରଥଯାତ୍ରା ଆରମ୍ଭରୁ ଆଗାମୀ ୧୦ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ସମ୍ଭାବନା ରହିଛି । ତେବେ ଆଜି ରାଜ୍ୟର କେତେକ ଅଞ୍ଚଳରେ ହାଲୁକା ଧରଣର ବର୍ଷା ଜାରି ରହିବା ସହିତ ମେଘୁଆ ପାଗ…
ପାଣିପାଗ ମୌସୁମୀ ବର୍ଷା ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ Jun 30, 2022 ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆଜି ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୦ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବାବେଳେ ଏଥିମଧ୍ୟରୁ ୭ ଜିଲ୍ଲାରେ ପ୍ରବଳ…
ପାଣିପାଗ ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ Jun 23, 2022 ଭୁବନେଶ୍ୱର: ଜୁନ ୨୩: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ଗତ ୨ ଦିନ ହେବ ରାଜ୍ୟର କେତେକ ଅଞ୍ଚଳରେ ବର୍ଷା ହୋଇଛି । ଆଜି ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲା ସମେତ ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବାର…