ଆସନ୍ତାକାଲି ଯାଏଁ ରାଜ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟା ମଧ୍ୟରେ ପାଗ ଅଧିକ ଦୁର୍ବଳ
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୃଷ୍ଟି ହୋଇଛି । ଯାହା ପ୍ରଭାବରେ ରାଜ୍ୟର କେତେକ ଅଞ୍ଚଳରେ ଲଗାଣ ବର୍ଷା ଲାଗି ରହିଛି ।
ଆସନ୍ତାକାଲି ପର୍ଯ୍ୟନ୍ତ ଏହାର ପ୍ରଭାବ ରାଜ୍ୟରେ ଦେଖାଯିବ ବୋଲି…