୨୪ ଘଣ୍ଟାରେ ରାଜ୍ୟରେ ୧୦, ୪୮୯ କରୋନା ସଂକ୍ରମିତ ଚିହ୍ନଟ, ମୃତୁ୍ୟ ସଂଖ୍ୟା ୩
ଭୁବନେଶ୍ୱର: ଜାନୁଆରୀ ୧୭ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୦, ୧୧୭ ସ୍ୱାବ ଟେଷ୍ଟ ମଧ୍ୟରୁ ୧୦,୪୮୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୯୮୨ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି…