କ୍ୟାପିଟାଲ ହସ୍ପିଟାଲରେ ରାଜ୍ୟର ୪ର୍ଥ ପ୍ଲାଜମା ବ୍ୟାଙ୍କ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଭୁବନେଶ୍ୱର: ଜୁଲାଇ ୨୮:ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଉଦଘାଟିତ ହୋଇଛି ରାଜ୍ୟର ଚତୁର୍ଥ ପ୍ଲାଜମା ବ୍ୟାଙ୍କ । ଭିଡ଼ିଓ କନଫରେନ୍ସିଂରେ ଉଦ୍ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରୋନା…