ପାଣିପାଗ ବନ୍ୟା ସ୍ଥିତି ନେଇ ସଜାଗ ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ Jun 18, 2022 ଭୁବନେଶ୍ୱର: ଜୁନ ୧୮: ସମ୍ଭାବ୍ୟ ବାତ୍ୟା, ବନ୍ୟା ମୁକାବିଲା ପାଇଁ ଆଗରୁ ପ୍ରସ୍ତୁତ ରହିବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ ରହିଛି । ପିଇବା ପାଣି, ଔଷଧ ମହଜୁଦ ରଖିବା, ଦୁର୍ବଳ ବନ୍ଧ ମରାମତି ପାଇଁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି…