Browsing Tag

Prime Minister

ଗୋଟିଏ ରାଷ୍ଟ୍ର, ଗୋଟିଏ ସାର ସ୍କିମର ଶୁଭାରମ୍ଭ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଏକ ନୂଆ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଯୋଜନାର ନାଁ ରହିଛି ‘ପ୍ରଧାନମନ୍ତ୍ରୀ ଭାରତୀୟ ଜନ ଉର୍ବରକ ପରିୟୋଜନ’ । ଗୋଟିଏ ରାଷ୍ଟ୍ର, ଗୋଟିଏ ସାର ନୀତିରେ ବଜାରରେ…

ଟିକାୟତଙ୍କ ନୂଆ ବୟାନ୍‌!

ନୂଆଦିଲ୍ଲୀ: ଡିସେମ୍ବର ୨୭: କିସ।ନ ୟୁନିଅନ ମୁଖପ।ତ୍ର ର।କେଶ ଟିକ।ଇତ ପୁଣି ଥରେ କେନ୍ଦ୍ର ସରକ।ରଙ୍କୁ ଟ।ର୍ଗେଟ କରିଛନ୍ତି। ସେ ତାଙ୍କ ଟୁଇଟର ଆକାଉଣ୍ଟରେ ଲେଖିଛନ୍ତି ଯେ ଦେଶର ପ୍ରଧ।ନମନ୍ତ୍ରୀ କ୍ଷମ। ମ।ଗନ୍ତୁ ନ।ହିଁ। ଆମେ…

ସଂସଦ ଟିଭି ଶୁଭାରମ୍ଭ

ଦିଲ୍ଲୀ: ସେପ୍‌ଟେମ୍ବର ୧୬: ଉପ ରାଷ୍ଟ୍ରପତି ତଥା ରାଜ୍ୟସଭା ଅଧ୍ୟକ୍ଷ ଏମ ଭେଙ୍କେୟା ନାଇଡ଼ୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଲୋକସଭା ବାଚସ୍ପତି ଓମ୍‌ ବିରଳା ମିଳିତ ଭାବେ ଗତକାଲି ସଂସଦ ଟିଭିର ଶୁଭାରମ୍ଭ କରିଛନ୍ତି ।…

ଧାର୍ଯ୍ୟ ସମୟର ୪ ବର୍ଷ ପୂର୍ବରୁ ଭାରତ ଏହାର ବାଘ ସଂଖ୍ୟା କୁ ଦୁଇ ଗୁଣିତ କରିପାରିଛି; ପ୍ରଧାନମନ୍ତ୍ରୀ ବନ୍ୟଜନ୍ତୁ…

ନୂଆଦିଲ୍ଲୀ: ଜୁଲାଇ ୨୯: ବାଘ ସଂଖ୍ୟା ଦ୍ୱିଗୁଣିତ ହେଇଛି I ଟାଇଗର ସଂରକ୍ଷଣ ଉପରେ ସେଣ୍ଟ ପିଟର୍ସବର୍ଗ ଘୋଷଣାନାମା ର ଚାରି ବର୍ଷ ପୂର୍ବରୁ ବାଘ ଜନସଂଖ୍ୟାକୁ ଦ୍ୱିଗୁଣିତ କରିବା ଲକ୍ଷ୍ୟ ହାସଲ କରିଛି ବୋଲି ପ୍ରଧାନମନ୍ତ୍ରୀ…

74ତମ ସ୍ୱାଧୀନତା ଦିବସ ଅବସରରେ ଦେଶବାସୀଙ୍କୁ ସମ୍ବୋଧିତ କରି ଆତ୍ମନିର୍ଭର ଭାରତ ଉପରେ ଗୁରୁତ୍ୱାରୋପ କଲେ…

ଭୁବନେଶ୍ୱର : ଅଗଷ୍ଟ ୧୫:ଦେଶର 74ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଐତିହାସକ ଲାଲକିଲ୍ଲାଠାରେ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି । ଏହି ଅବସରରେ ଦେଶବାସୀଙ୍କୁ ଉଦ୍‌ବୋଧନ ଦେଇ…

ଏହି ଲଢେଇରେ କଣ୍ଟେନମେଣ୍ଟ, କଣ୍ଟାକ୍ଟ ଟ୍ରେସିଂ ଓ ସର୍ଭେଲାନ୍ସ ସବୁଠୁ ସଫଳ ଅସ୍ତ୍ର: ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର : ଅଗଷ୍ଟ ୧୧:ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆନ୍ଧ୍ରପ୍ରଦେଶ,  ତାମିଲନାଡୁ, ପଶ୍ଚିମବଂଗ, ମହାରାଷ୍ଟ୍ର, ପଞ୍ଜାବ, ବିହାର, ଗୁଜରାଟ, ତେଲଙ୍ଗାନା ଓ ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଏବଂ…

ସମଗ୍ର ବିଶ୍ୱ ଭାରତର ପ୍ରତିଭାବାନ ଲୋକଶକ୍ତିକୁ ଉଚ୍ଚ ମାନ୍ୟତା ଦେଇଛି: ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଜୁଲାଇ ୧୦:ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସି ବ୍ୟବସ୍ଥାରେ ଇଣ୍ଡିଆ ଗ୍ଲୋବାଲ ସପ୍ତାହର ଉଦ୍‌ଘାଟନ ଉତ୍ସବରେ ଉଦ୍‌ବୋଧନ ଦେଇଛନ୍ତି । ସାଂପ୍ରତିକ କାଳର ସଂକଟ ସଂପର୍କରେ ଉଲ୍ଲେଖ କରି…

ସୀମାରେ ଗର୍ଜିଲେ ପ୍ରଧାନମନ୍ତ୍ରୀ;ବିସ୍ତାରବାଦର ଯୁଗ ଶେଷ

ଲଦାଖ : ବିସ୍ତାରବାଦ ଯୁଗର ଅବସାନ ଘଟିଛି । ଚୀନ ଆଉ କାହାରିକୁ ନାଲି ଆଖି ଦେଖାଇ ପାରିବନି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଡା ଚେତାବନୀ ଦେଇଛନ୍ତି । ଅଚାନକ ଲଦାଖର ଫରୱାର୍ଡ ପୋଷ୍ଟରେ ପହଞ୍ଚିଥିବା ପ୍ରଧାନମନ୍ତ୍ରୀ…

ପ୍ରଧାନମନ୍ତ୍ରୀଙ୍କ ଘୋଷଣା;ନଭେମ୍ବର ଶେଷ ଯାଏଁ ମିଳିବ ମାଗଣା ରାସନ

ଭୁବନେଶ୍ୱର : ଜୁନ ୩୦:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ବଡ ଘୋଷଣା କରିଛନ୍ତି । ଏଣିକି ଗରିବ କଲ୍ୟାଣ ଯୋଜନାରେ ଆସନ୍ତା ନଭେମ୍ବର ପର୍ଯ୍ୟନ୍ତ ଗରୀବ ଲୋକଙ୍କୁ ମିଳିବ ମାଗଣା ରାସନ । ପରିବାରର ପ୍ରତ୍ୟେକ ସଦସ୍ୟଙ୍କୁ ପ୍ରତି…

ଯୋଗ ଦିବସ ଏକତା ଓ ବିଶ୍ୱ ଭ୍ରାତୃତ୍ୱର ଦିନ : ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଜୁନ ୨୧: ଆନ୍ତର୍ଜାତିକ ଯୋଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସ ମାଧ୍ୟମରେ ରାଷ୍ଟ୍ରକୁ ସମ୍ବୋଧନ କରିଛନ୍ତି । ଆନ୍ତର୍ଜାତିକ ଯୋଗ ଦିବସ ଏକତା ଓ ବିଶ୍ୱ ଭାଇଚାରାର ଦିନ ।…