ରାଷ୍ଟ୍ରପତି ଭାବେ ଶପଥ ନେଲେ ଦ୍ରୌପଦୀ ମୁର୍ମୁ : ସମ୍ବୋଧନରେ ପଢିଲେ ସନ୍ଥ କବି ଭୀମ ଭୋଇଙ୍କ ପଂକ୍ତି
ଦିଲ୍ଲୀ: ନବ ନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୧୫ତମ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି । ସଂସଦର କେନ୍ଦ୍ରୀୟ ହଲ୍ରେ ଆୟୋଜିତ ଉତ୍ସବରେ ଦ୍ରୌପଦୀଙ୍କୁ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଏନ.ଭି ରମଣା ପଦ…