ପଞ୍ଜାବ ମୁଖ୍ୟମନ୍ତ୍ରୀ ମଦ ପିଇବା ଘଟଣାରେ ତଦନ୍ତ କରିବ ବିମାନ ମନ୍ତ୍ରଣାଳୟ
ଦିଲ୍ଲୀ: ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନ ବିମାନରେ ଅତ୍ୟଧିକ ମଦ ପିଇଥିବାରୁ ତାଙ୍କୁ ଜର୍ମାନୀର ଗୋଟିଏ ବିମାନବନ୍ଦରରେ ଓହ୍ଲାଇ ଦିଆଯାଇଥିବା ଅଭିଯୋଗର ଯାଞ୍ଚ ହେଉଥିବା କହିଛନ୍ତି କେନ୍ଦ୍ର ବେସାମରିକ ବିମାନ ଚଳାଚଳ…