୨୪ ଘଣ୍ଟାରେ ଦେଶରେ ୧୩,୧୫୪ କରୋନା ସଂକ୍ରମିତ ଏବଂ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ୯୬୧
ଦିଲ୍ଲୀ: ଡିସେମ୍ବର ୩୦ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩, ୧୫୪ ରହିଛି । ୨୪ ଘଣ୍ଟା ମଧ୍ୟରେ ୭, ୪୮୬ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ସୁସ୍ଥତା ହାର ୯୮. ୩୮ ପ୍ରତିଶତ ରହିଛି ।…