Browsing Tag

Recovery Rate currently at 98.46%

ଦେଶରେ କମୁଛି କରୋନା ସଂକ୍ରମଣ: ୨୪ ଘଣ୍ଟାରେ ୧୪ ହଜାର ୧୪୮ ଜଣ ସଂକ୍ରମିତ ଏବଂ ୩୦ ହଜାରରୁ ଅଧିକ ସୁସ୍ଥ

ଦିଲ୍ଲୀ: ଫେବୃଆରୀ ୨୪ :ଦେଶରେ କରୋନା ସଂକ୍ରମଣ କମିବାରେ ଲାଗୁଛି । ଯାହା ଏକ ଆଶ୍ୱସ୍ତିକର କଥା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪ ହଜାର ୧୪୮ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୩୦ ହଜାର ୯…