ରଥଯାତ୍ରା ପାଇଁ ସୁପ୍ରିମକୋର୍ଟଙ୍କ ଅନୁମତିକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ୱାଗତ
ପୁରୀରେ ରଥଯାତ୍ରା ପାଇଁ ସୁପ୍ରିମକୋର୍ଟଙ୍କ ଅନୁମତିକୁ ସ୍ୱାଗତ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହା ସାଢେ 4 କୋଟି ଓଡିଆଙ୍କ ବିଜୟ ଏବଂ ସେମାନଙ୍କ ଦୃଢ ଇଚ୍ଛାଶକ୍ତି ଯୋଗୁଁ ଏହା ସମ୍ଭବ ହୋଇପାରିଛି ବୋଲି…