ମହାରାଣୀ ଦ୍ୱିତୀୟ ଏଲିଜାବେଥଙ୍କ ଅନ୍ତ୍ୟେଷ୍ଟି କାର୍ଯ୍ୟକ୍ରମରେ ୬ଟି ଦେଶକୁ ନିମନ୍ତ୍ରଣ ନାହିଁ
ଲଣ୍ଡନ: ସେପ୍ଟେମ୍ବର ୧୯ରେ ବ୍ରିଟେନକୁ ସର୍ବାଧିକ ସମୟ ଧରି ଶାସନ କରିଥିବା ରାଣୀ ଦ୍ୱିତୀୟ ଏଲିଜାବେଥଙ୍କ ରାଜକୀୟ ଅନ୍ତ୍ୟେଷ୍ଟି କରାଯିବ । ୧୯୬୫ରେ ପୂର୍ବତନ ବ୍ରିଟିଶ ପ୍ରଧାନମନ୍ତ୍ରୀ ୱିନଷ୍ଟନ ଚର୍ଚ୍ଚିଲଙ୍କ ରାଜକୀୟ…