ଉଜ୍ଜୟିନୀରେ ଶ୍ରୀ ମହାକାଳ ଲୋକ କରିଡର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
ଉଜ୍ଜୟିନୀ: ଶ୍ରୀ ମହାକାଳ ଲୋକ କରିଡରର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ରାଜ୍ୟପାଳ ମଙ୍ଗୁଭାଇ ପଟେଲ ଓ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହ୍ୱାନ ଉପସ୍ଥିତ…