ଓଡ଼ିଶାରେ ନିଯୁକ୍ତି ମେଳା: ୨୩୯ ଜଣଙ୍କୁ ନିଯୁକ୍ତି ପତ୍ର ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ଓ ସାଂସଦ ଅପରାଜିତା…
ଭୁବନେଶ୍ୱର: ନିଯୁକ୍ତି ମିସନର ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର ରେଳ ଅଡିଟୋରିୟମରେ ରୋଜଗାର ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ୨୩୯ ଜଣଙ୍କୁ ନିଯୁକ୍ତି ପତ୍ର ଦିଆଯାଇଛି । କେନ୍ଦ୍ର ଶିକ୍ଷା ମନ୍ତ୍ରୀ…