୨୫ରେ ନୋଏଡ଼ା ଅନ୍ତର୍ଜାତୀୟ ବିମାନ ପାଇଁ ବନ୍ଦର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ
ନୋଏଡା: ନଭେମ୍ବର ୨୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉତ୍ତର ପ୍ରଦେଶର ଗୌତମ ବୁଦ୍ଧ ନଗରସ୍ଥିତ ଜେୱର ଠାରେ ଚଳିତ ମାସ ୨୫ରେ ନୋଏଡ଼ା ଅନ୍ତର୍ଜାତୀୟ ବିମାନ ବନ୍ଦର (ଏନଆଇଏ) ନିର୍ମାଣ ପାଇଁ ଶିଳାନ୍ୟାସ କରିବେ । ଏହି ବିମାନ…