ଭୁବନେଶ୍ୱର: ନଭେମ୍ବର ୦୫ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୫, ୭୪୩ ସ୍ୱାବ ଟେଷ୍ଟ ମଧ୍ୟରୁ ୧୭୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୨୪ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମିତଙ୍କ ମଧ୍ୟରୁ ୯୮ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୭୨ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୪୨ ହଜାର ୯୪୩ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୪୪୭ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୩୦ ହଜାର ୮୮୯ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ୩ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮,୩୫୦ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୩, ୬୫୧ ରହିଛି ।
Covid-19 Report For 4th November
New positives: 170
Of which 0-18 years: 24
In quarantine: 98
Local contacts: 72(Details of local contacts will be shared by concerned District)
1. Balasore: 11
2. Bargarh: 2
3. Bhadrak: 4
4. Balangir: 3
5. Cuttack: 19
6. Deogarh: 1— I & PR Department, Odisha (@IPR_Odisha) November 5, 2021
20. Sundargarh: 5
21. State Pool: 14New recoveries: 447
Cumulative tested: 22296558
Positive: 1042943
Recovered: 1030889
Active cases: 3651— I & PR Department, Odisha (@IPR_Odisha) November 5, 2021
Comments are closed.