ଭୁବନେଶ୍ୱର: ଅକ୍ଟୋବର ୦୪ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୪, ୪୧୯ ସ୍ୱାବ ଟେଷ୍ଟ ମଧ୍ୟରୁ ୪୦୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୭୪ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୨୩୮ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୬୯ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୨୮ ହଜାର ୩୬୬ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୬୦୬ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୧୫ ହଜାର ୧୮ ଜଣ ସୁସ୍ଥ ହୋଇସାରିଲେଣି । ରାଜ୍ୟରେ କରୋନା ସଂକ୍ରମିତଙ୍କ ଅପେକ୍ଷା ସୁସ୍ଥଙ୍କ ସଂଖ୍ୟା ଅଧିକ ରହିଛି, ଯାହା ଏକ ଆଶ୍ୱସ୍ତିକର କଥା । ୨୪ ଘଣ୍ଟାରେ ରାଜ୍ୟରେ ୬ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତୁ୍ୟଙ୍କୁ ମିଶାଇ ଏବେ ରାଜ୍ୟରେ ୮,୨୨୦ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫, ୦୭୫ ରହିଛି ।
Covid-19 Report For 3rd October
New Positive Cases: 407
Of which 0-18 years: 74
In quarantine: 238
Local contacts: 169(Details of local contacts will be shared by concerned Dist Administration)
District Wise Cases:
1. Angul: 2
2. Balasore: 16
3. Bargarh: 1
4. Bhadrak: 2— I & PR Department, Odisha (@IPR_Odisha) October 4, 2021
18. Sundargarh: 2
19. State Pool: 39New recoveries: 606
Cumulative tested: 20236945
Positive: 1028366
Recovered: 1015018
Active cases: 5075— I & PR Department, Odisha (@IPR_Odisha) October 4, 2021
Comments are closed.