ଭୁବନେଶ୍ୱର: ଅକ୍ଟୋବର ୨୧ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୨୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୮୨ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୩୦୮ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୧୬ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୩୭ ହଜାର ୫୬ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୪୫୧ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୨୩ ହଜାର ୮୪୯ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ୨ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮,୨୯୮ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୪, ୮୫୬ ରହିଛି ।
Covid-19 Report For 20th October
New Positive Cases: 524
Of which 0-18 years: 82
In quarantine: 308
Local contacts: 216(Details of local contacts will be shared by concerned Dist Administration)
1. Angul: 4
2. Balasore: 14
3. Bargarh: 2
4. Bhadrak: 8
5. Balangir: 1— I & PR Department, Odisha (@IPR_Odisha) October 21, 2021
23. Sambalpur: 12
24. Sundargarh: 19
25. State Pool: 61New recoveries: 451
Cumulative tested: 21314981
Positive: 1037056
Recovered: 1023849
Active cases: 4856— I & PR Department, Odisha (@IPR_Odisha) October 21, 2021
Comments are closed.