ଭୁବନେଶ୍ୱର: ନଭେମ୍ବର ୧୦ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୮୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରେ ସର୍ବାଧିକ ୧୯୫ ଜଣ କରୋନା ସଂକ୍ରମିତ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୭୫ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମିତଙ୍କ ମଧ୍ୟରୁ ୨୨୩ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୬୪ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୪୪ ହଜାର ୪୨୮ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୪୬୧ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୩୩ ହଜାର ୨୭ ଜଣ ସୁସ୍ଥ ହୋଇସାରିଲେଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨, ୯୮୦ ରହିଛି ।
Covid-19 Report For 9th November
New Positive Cases: 387
Of which 0-18 years: 75
In quarantine: 223
Local contacts: 164(Details of local contacts will be shared by concerned District)
1. Angul: 2
2. Balasore: 9
3. Bargarh: 2
4. Bhadrak: 1
5. Balangir: 2
6. Cuttack: 33— I & PR Department, Odisha (@IPR_Odisha) November 10, 2021
24. Sonepur: 1
25. Sundargarh: 6
26. State Pool: 43New recoveries: 461
Cumulative tested: 22588700
Positive: 1044428
Recovered: 1033027
Active cases: 2980— I & PR Department, Odisha (@IPR_Odisha) November 10, 2021
Comments are closed.