ଭୁବନେଶ୍ୱର: ନଭେମ୍ବର ୧୩ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୦, ୯୮୮ ସ୍ୱାବ ଟେଷ୍ଟ ମଧ୍ୟରୁ ୨୪୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୩୭ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୧୪୪ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୦୩ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୪୫ ହଜାର ୨୦୯ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୩୩୯ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୩୩ ହଜାର ୯୯୧ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ୨ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮, ୩୭୫ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨, ୭୯୦ ରହିଛି ।
Covid-19 Report For 12th November
New Positive Cases: 247
Of which 0-18 years: 37
In quarantine: 144
Local contacts: 103(Details of local contacts will be shared by concerned District)
1. Balasore: 2
2. Bargarh: 1
3. Bhadrak: 2
4. Cuttack: 22
5. Deogarh: 7
6. Dhenkanal: 2— I & PR Department, Odisha (@IPR_Odisha) November 13, 2021
20. Sundargarh: 8
21. State Pool: 26New recoveries: 339
Cumulative tested: 22778231
Positive: 1045209
Recovered: 1033991
Active cases: 2790— I & PR Department, Odisha (@IPR_Odisha) November 13, 2021
Comments are closed.