ଭୁବନେଶ୍ୱର: ନଭେମ୍ବର ୧୯ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୬, ୫୧୫ ସ୍ୱାବ ଟେଷ୍ଟ ମଧ୍ୟରୁ ୨୪୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୪୫ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୧୪୧ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୦୧ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୪୬ ହଜାର ୫୫୯ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୩୫୧ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୩୫ ହଜାର ୬୧୩ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ୩ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮, ୩୮୯ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨, ୫୦୪ ରହିଛି ।
Covid-19 Report For 18th November
New Positive Cases: 242
Of which 0-18 years: 45
In quarantine: 141
Local contacts: 101(Details of local contacts will be shared by concerned District)
1. Angul: 1
2. Balasore: 7
3. Bargarh: 6
4. Bhadrak: 2
5. Cuttack: 18
6. Jagatsinghpur: 3— I & PR Department, Odisha (@IPR_Odisha) November 19, 2021
New recoveries: 351
Cumulative tested: 23120658
Positive: 1046559
Recovered: 1035613
Active cases: 2504— I & PR Department, Odisha (@IPR_Odisha) November 19, 2021
Comments are closed.